ରିପୋର୍ଟ କାର୍ଡ / ଭୁବନେଶ୍ଵର
ଆଜି ଦିନ ୧୧ଟା ୪୩ରେ ଶୁନ୍ୟ ଛାୟା ସମୟ ରହିଛି। ବର୍ଷରେ ଏପରି ୨ ଦିନ ଅଛି, ଯେବେ ଦିନ ଦ୍ୱିପ୍ରହରରେ ମଧ୍ୟ କିଛି କ୍ଷଣ ପାଇଁ ଛାଇ ଦେଖାଯାଏ ନାହିଁ।ବର୍ଷର ଏହି ୨ ଦିନ ମଧ୍ୟାହ୍ନରେ ସୂର୍ଯ୍ୟ ଆମର ଠିକ୍ ମୁଣ୍ଡ ଉପରେ ରୁହନ୍ତି। ସେ ସମୟରେ ଛାଇ ଦେଖାଯାଏ ନାହିଁ। ଏହି ଘଟଣାକୁ ଜ୍ୟୋର୍ତିବଜ୍ଞାନୀମାନେ ଶୂନ୍ୟ ଛାୟା ଦିବସ ବା ଜିରୋ ସ୍ୟାଡୋ ଡେ’ ଭାବେ ନାମିତ କରିଛନ୍ତି। ଏପ୍ରିଲରୁ ଜୁନ୍ ଏବଂ ଜୁନରୁ ଅଗଷ୍ଟ ମାସ ମଧ୍ୟରେ ବର୍ଷକୁ ୨ଥର ଶୂନ୍ୟ ଛାୟା ଘଟିଥାଏ।






More Stories
ଅଥର୍ବ ବେଦରେ ଲୋକଙ୍କ ହିତ ପାଇଁ ମନ୍ତ୍ର ଚିକିତ୍ସା ଆଲୋଚନା…..
ପ୍ଲାଟିନମ୍ ଉପାଦାନ ଉତ୍ତୋଳନ ସଫଳ…..
ରୁପା ଆମଦାନୀ ଉପରେ କଟକଣା……