ରିପୋର୍ଟ କାର୍ଡ / ଭୁବନେଶ୍ବର
ଆସନ୍ତା ୨୯ ତାରିଖରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏନେଇ ରାଜ୍ୟ ବିଜେପି ନିର୍ବାଚନ ପ୍ରଭାରୀ ବିଜୟପାଲସିଂ ତୋମର୍ ସୂଚନା ଦେଇଛନ୍ତି। ସେ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କେନ୍ଦ୍ରାପଡ଼ା ଓ ବାଲେଶ୍ବରରେ ବିଜେପି ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାର କରିବେ। ଉଭୟସ୍ଥାନରେ ଆୟୋଜିତ ହେବାକୁ ଥିବା ବିଶାଳ ଜନସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦବୋଧନ ଦେବେ। ସାଧାରଣ ନିର୍ବାଚନ ପୂର୍ବରୁ ଏହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ଓଡ଼ିଶାରେ ଶେଷ ପ୍ରଚାର ବୋଲି କୁହାଯାଉଛି।






More Stories
ଆସିଲା ବିୟୁଟୀଙ୍କ ବ୍ୟବଚ୍ଛେଦ ରିପୋର୍ଟ…..
ନିର୍ମାଣ ହେବ ନୂଆ ରାଜସ୍ୱ ଭବନ…..
ସୌମ୍ୟ ହତ୍ୟା ମାମଲା:ଝାରପଡ଼ା ଜେଲ୍ରେ କ୍ରାଇମବ୍ରାଞ୍ଚ…..