ରିପୋର୍ଟ କାର୍ଡ / ଭୁବନେଶ୍ବର
ଭୋଟ ମାଗିବାକୁ ଯାଇ ମହିଳା ୱାର୍ଡମେମ୍ବରଙ୍କୁ ପ୍ରତି ବିଜେଡି ବିଧାୟକ ପ୍ରତାପ ଜେନା ଅଶାଳୀନ ଶବ୍ଦ ପ୍ରୟୋଗ କରିଥିବା ଅଭିଯୋଗ ହୋଇଛି। ଏହାର ଭିଡିଓ ଏବେ ସୋଶାଲ ମିଡିଆରେ ଭାଇରାଲ ହେଉଛି। ଏହି ଭିଡିଓରେ ଅଶାଳୀନ ଶବ୍ଦ ବ୍ୟବହାର କରୁଥିବା ବ୍ୟକ୍ତି ପ୍ରତାପ ଜେନା ବୋଲି କୁହାଯାଉଛି। ଅଭିଯୋଗ ଅନୁସାରେ, ଦୁଇ ଦିନ ତଳେ ମାହାଙ୍ଗା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ କୁହୁଣ୍ଡା ପଞ୍ଚାୟତର ୧୧ ନମ୍ବର ୱାର୍ଡର ମହିଳା ସଭ୍ୟ ସ୍ୱର୍ଣ୍ଣଲକ୍ଷ୍ମୀ ନାୟକଙ୍କ ଘରକୁ ବିଧାୟକ ପ୍ରତାପ ଜେନା ଯାଇଥିଲେ। ସେ ନିଜ ପୁଅ ଅଙ୍କିତଙ୍କ ପାଇଁ ଭୋଟ୍ ମାଗିବାକୁ ଯାଇଥିଲେ।






More Stories
ଆସିଲା ସୁଭଦ୍ରା ଟଙ୍କା…..
ଶ୍ରୀମନ୍ଦିରକୁ ବୋମା ଧମକ ଦେଇଥିବା ଅଭିଯୁକ୍ତ ଗିରଫ…..
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..