ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଜାମିନରେ ଆସିଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ସପରିବାର ସହ ଭୋଟ୍ ଦେଇଛନ୍ତି। ଭୋଟ୍ ଦେବା ପରେ କେଜ୍ରିୱାଲ କହିଛନ୍ତି, ‘ଏକଛତ୍ରବାଦୀ ଶାସନ, ମୁଦ୍ରାସ୍ଫୀତି ଏବଂ ବେକାରୀ ବିରୋଧରେ ଲୋକମାନେ ବହୁ ସଂଖ୍ୟାରେ ଭୋଟ୍ ଦେଉଛନ୍ତି।’ ସେହିପରି ଆପ୍ ରାଜ୍ୟସଭା ସାଂସଦ ସ୍ୱାତୀ ମାଲିୱାଲ ମଧ୍ୟ ନିଜର ମତ ସାବ୍ୟସ୍ତ କରିଛନ୍ତି। ଭୋଟ୍ ଦେବା ପରେ ମାଲିୱାଲି କହିଛନ୍ତି, ‘ରାଜନୀତିରେ ମହିଳାଙ୍କ ଅଂଶଗ୍ରହଣ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।’






More Stories
ପ୍ରତି ଆମେରିକୀୟଙ୍କୁ ମିଳିବ ୪.୭୬ ଲକ୍ଷ ଟଙ୍କା!…..
ରାହୁଲ ଗାନ୍ଧୀ ଭିିଭିଆଇପି ନୁହନ୍ତି, ଆମ ସାମନାରେ ସବୁ ମାମଲା ସମାନ……
ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି……