ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଶ୍ରୀକ୍ଷେତ୍ରରେ ଚନ୍ଦନ ଯାତ୍ରାରେ ଘଟିଥିବା ବାଣ ବିସ୍ଫୋରଣ ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୦ ରୁ ଅଧିକ ଆହତ ହୋଇଛନ୍ତି | ଏହି ଘଟଣାରୋ ରାଷ୍ଟ୍ରପତି ଦ୍ରୌପଦୀ ମୁ୍ର୍ମୁ ଏକ୍ସ ହ୍ୟାଣ୍ଡେଲରେ କହିଛନ୍ତି ପୁରୀରେ ଚନ୍ଦନ ଯାତ୍ରା ସମୟରେ ବାଣ ବିସ୍ଫୋରଣ ଘଟି କିଛି ଲୋକଙ୍କ ମୃତ୍ୟୁ ହୋଇଥିବା ଜାଣି ମୁଁ ଖୁବ୍ ଦୁଃଖିତ । ମୃତକଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ସମସ୍ତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି ।






More Stories
୪ରେ କେରଳମ ଛୁଇଁବ ମୌସୁମୀ!….
ଲୋକ ଅଦାଲତ କିମ୍ବା ଡିଏଲ୍ଏସ୍ଏ ବିବାହ ବିଚ୍ଛେଦ ସମ୍ପର୍କରେ ନିଷ୍ପତ୍ତି ନେଇ ପାରିବେନି…..
ପୁଣି ବଢିଲା ସିଲିଣ୍ଡର ଦାମ୍ !….