ରିପୋର୍ଟ କାର୍ଡ / ଭୁବନେଶ୍ବର
ନିର୍ବାଚନକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲ୍ଲାରେ ୧୪୪ ଧାରା ଲାଗୁ ହୋଇଛି। ଆଜି ସନ୍ଧ୍ୟା ୬ଟାରୁ ଜୁନ ୨ ତାରିଖ ପର୍ଯ୍ୟନ୍ତ ଭଦ୍ରକ ଜିଲ୍ଲା ରେ ୧୪୪ ଧାରା ଜାରି କରାଯାଇଛି। ୫ଜଣରୁ ଅଧିକ ହେବା, ବୁଲିବା ଏବଂ ପ୍ରଚାର କରିବା ମନା କରାଯାଇଛି। ଭଦ୍ରକ ଜିଲ୍ଲାପାଳ ସମସ୍ତ ନିର୍ବାଚନ ମଣ୍ଡଳୀରେ ୧୪୪ ଧାରା ଜାରି କରିଥିବା ନେଇ ସୂଚନା ମିଳିଛି।।






More Stories
ହାତୀକୁ ଫାର୍ମହାଉସରେ ପୋତିଥିଲେ:୩ ଗିରଫ……
ହାଜତ ମୃତ୍ୟୁର ରିପୋର୍ଟ ମାଗିଲେ NHRC…..
ବଢିଲା ବସ୍ ଭଡ଼ା…..