ରିପୋର୍ଟ କାର୍ଡ / ଭୁବନେଶ୍ବର
ଭୁଶୁଡି ଗଲା ଅଢେଇ ଦଶନ୍ଧିର ଗଡ଼ । ଷଷ୍ଠ ଥରର ରେକର୍ଡ ନୁହେଁ, ଔପଚାରିକତା ଏବେ ଇତିହାସ ପୃଷ୍ଠାରେ ସ୍ଥାନ ପାଇବାକୁ ଜଣେ ପୂର୍ବତନ ମୂଖ୍ୟମନ୍ତ୍ରୀଙ୍କ କାହାଣୀ। ନବୀନ ପଟ୍ଟନାୟକଙ୍କ ରାଜନୈତିକ ଜୟଯାତ୍ରାରେ ଏବେ ଲାଗିଛି ବିରାମ | ଓଡ଼ିଶାରେ ପରିବର୍ତ୍ତନ ଏମିତି ଆସିପାରେ ବିଶ୍ବାସ ନହେଲେ ମଧ୍ୟ ତାହା ନିର୍ବାଚନ ଫଳାଫଳରୁ ସ୍ପଷ୍ଟ ହୋଇଛି। ନବୀନ ପଟ୍ଟନାୟକ ହିଞ୍ଜିଳିରେ ବିଜୟୀ ହୋଇଥିବା ବେଳେ କଣ୍ଟାବାଞ୍ଜିରେ ପଛୁଆ ଅଛନ୍ତି।






More Stories
ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି…..
ପ୍ରମଥ ପଟ୍ଟନାୟକ କମିଶନର ଅଧ୍ୟକ୍ଷ…..
ଓଡ଼ିଶା ବନ୍ଦ ଡାକରାର ପ୍ରଭାବ…..