ରିପୋର୍ଟ କାର୍ଡ / ଭୁବନେଶ୍ବର
ଆଜି ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଦିନ ୧୧ଟା ୩୫ ମିନିଟ ସମୟରେ ରାଜଭବନ ଯାଇ ରାଜ୍ୟପାଳ ରଘୁବର ଦାସଙ୍କୁ ଇସ୍ତଫା ପତ୍ର ପ୍ରଦାନ କରିବେ ବୋଲି ସୂଚନା ରହିଛି। ସାଢ଼େ ୧୧ଟାରେ ନବୀନ ନିବାସରୁ ବାହାରିବେ ଓ ୧୧ଟା ୩୫ରେ ରାଜଭବନରେ ପହଞ୍ଚିବେ ନବୀନ। ୧୧ଟା ୩୫ରୁ ୧୧ଟା ୪୫ ପର୍ଯ୍ୟନ୍ତ ସେ ରାଜଭନବରେ ରହିବେ। ନବୀନ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ଦେଇ ସେ ନବୀନ ନିବାସ ଫେରିଯିବେ।






More Stories
ଚାଷୀଙ୍କ ସମସ୍ୟା ନେଇ ରାସ୍ତାକୁ ଓହ୍ଲାଇବ ବିଜେଡି…..
ବିଜେପି ନେତାଙ୍କ ଉପରେ ହେଉ କାର୍ଯ୍ୟାନୁଷ୍ଠାନ…..
ଆସନ୍ତାକାଲି ଯୁକ୍ତ ଦୁଇ ପରୀକ୍ଷା ଫଳ….