ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି ନବନିର୍ବାଚିତ ବିଧାୟକ ଚନ୍ଦ୍ରବାବୁ ନାଇଡ଼ୁ। ପୂର୍ବରୁ ସେ ଜୁନ୍ ୯ରେ ଶପଥ ନେବା ନେଇ ଦଳ ପକ୍ଷରୁ ଘୋଷଣା କରାଯାଇଥିଲା କିନ୍ତୁ ସଦ୍ୟତମ ରିପୋର୍ଟ ଅନୁସାରେ ଜୁନ୍ ୧୨ରେ ଶପଥ ସମାରୋହ ରହିଛି। ଏହି ଶପଥ ସହ ତେଲୁଗ ଦେଶମ ପାର୍ଟି(TDP) ସୁପ୍ରିମୋ ଚନ୍ଦ୍ରବାବୁ ନାଇଡ଼ୁ ଚତୁର୍ଥ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ସେ ୧୯୯୫ରୁ ୧୯୯୯ ପର୍ଯ୍ୟନ୍ତ ଏବଂ ପରେ ୧୯୯୯ରୁ ୨୦୦୪ ପର୍ଯ୍ୟନ୍ତ ଦକ୍ଷିଣ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ।






More Stories
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..
ଆପ ଅଭିଯୋଗକୁ ରାଘବଙ୍କ ଖଣ୍ଡନ…..
ଇସ୍ରାଏଲକୁ ଉଡ଼ିବନି ଏୟାର ଇଣ୍ଡିଆ ବିମାନ…..