ରିପୋର୍ଟ କାର୍ଡ / ଭୁବନେଶ୍ୱର
ଯୁକ୍ତ ଦୁଇରେ ନାମଲେଖା ପାଇଁ ଆଜିଠୁ ଆରମ୍ଭ ହେଉଛି ପ୍ରକ୍ରିୟା। ଅନଲାଇନରେ ଆବେଦନ କରିବେ ଛାତ୍ରଛାତ୍ରୀ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧୀନରେ ଥିବା କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ଉପଶାସ୍ତ୍ରୀ ପାଠ୍ୟକ୍ରମରେ ନାମଲେଖା ପାଇଁ www.samsodisha.gov.in ପୋର୍ଟାଲରେ ଛାତ୍ରଛାତ୍ରୀ ଆବେଦନ କରିପାରିବେ। ମୋଟ୍ ୨ହଜାର ୨୨୧ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଗୁଡ଼ିକରେ ଆଡିମିଶନ କରାଯିବ। ଏଥିପାଇଁ କଳାରେ ୨ଲକ୍ଷ ୯୪ହଜାର ୮୪୦, ବିଜ୍ଞାନରେ ଲକ୍ଷେ ୬୬ ହଜାର ୯୨୯, ବାଣିଜ୍ୟରେ ୪୦ହଜାର ୧୦୪ ଓ ଧନ୍ଦାମୂଳକ ଶିକ୍ଷାରେ ୧୦ହଜାର ୫୦୪ ସିଟ୍ ଉପଲବ୍ଧ ରହିଛି।
More Stories
ଭୁବନେଶ୍ୱରରେ ରାଷ୍ଟ୍ରପତି…..
ପୁଣି ଅଶାନ୍ତ ଶ୍ରୀକ୍ଷେତ୍ର:ଅଟୋଚାଳକଙ୍କୁ ହାଣୀଲେ ଦୃର୍ବୁତ୍ତ….
ହସ୍ପିଟାଲ ଛାତରୁ ଡେଇଁ ପଡ଼ିଲେ ରୋଗୀ…..