ରାଜ୍ୟ ୧୨ରୁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ …. Report Card Bureau June 7, 2024 ରିପୋର୍ଟ କାର୍ଡ / ମୟୁରଭଞ୍ଜବନ୍ଦ ହେବ ଶିମିଳିପାଳ। ୧୨ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ହେବ ଶିମିଳିପାଳ ଅଭୟାରଣ୍ୟ। ଅକ୍ଟୋବର ମାସ ପର୍ଯ୍ୟନ୍ତ ବନ୍ଦ ରହିବା ନେଇ ଶୁକ୍ରବାର ବନ ବିଭାଗ ପକ୍ଷରୁ ନୋଟିସ୍ ମିଳିଛି। ବର୍ଷା ଋତୁ ଆସୁଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଅଭୟାରଣ୍ୟ ବନ୍ଦ ରହିବ।Post navigationPrevious ରେପୋ ରେଟ୍ ଅପରିବର୍ତ୍ତିତ…..Next କଙ୍ଗନା ଙ୍କୁ ଚାପୁଡ଼ା ମାରିଥିବା CISF କନଷ୍ଟେବଲ ନିଲମ୍ବିତ….Leave a Reply Cancel replyYour email address will not be published. Required fields are marked *Comment *Name * Email * Website Save my name, email, and website in this browser for the next time I comment. More Stories 1 min read ରାଜ୍ୟ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ….. July 7, 2026 Report Card Bureau ରାଜ୍ୟ ସୌମ୍ୟ ହତ୍ୟା ମାମଲା:ଝାରପଡ଼ା ଜେଲ୍ରେ କ୍ରାଇମବ୍ରାଞ୍ଚ….. July 7, 2026 Report Card Bureau ରାଜ୍ୟ ତ୍ରୁଟିଶୂନ୍ୟ ରଥଯାତ୍ରା ଉପରେ ଗୁରୁତ୍ଵ….. July 7, 2026 Report Card Bureau
More Stories
ନିର୍ମାଣ ହେବ ନୂଆ ରାଜସ୍ୱ ଭବନ…..
ସୌମ୍ୟ ହତ୍ୟା ମାମଲା:ଝାରପଡ଼ା ଜେଲ୍ରେ କ୍ରାଇମବ୍ରାଞ୍ଚ…..
ତ୍ରୁଟିଶୂନ୍ୟ ରଥଯାତ୍ରା ଉପରେ ଗୁରୁତ୍ଵ…..