Report Card Odisha

| Daily Odia News

ରବିବାର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ନରେନ୍ଦ୍ର ମୋଦୀ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ବିଜେପିର ବରିଷ୍ଠ ନେତା ନରେନ୍ଦ୍ର ମୋଦୀ ରବିବାର ଜୁନ ୯ ସନ୍ଧ୍ୟାରେ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ରାଷ୍ଟ୍ରପତି ଭବନରେ ଏହି ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ନୂଆଦିଲ୍ଲୀରେ ଏନଡିଏ ସଂସଦୀୟ ଦଳ ବୈଠକରେ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଏହି ସୂଚନା ଦେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନରେନ୍ଦ୍ର ମୋଦୀ ଓ ତାଙ୍କ ନୂଆ କ୍ୟାବିନେଟକୁ ଶପଥ ପାଠ କରାଇବେ।ବିଜେପିର ବରିଷ୍ଠ ନେତା ନରେନ୍ଦ୍ର ମୋଦୀ ରବିବାର ସନ୍ଧ୍ୟାରେ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ରାଷ୍ଟ୍ରପତି ଭବନରେ ଏହି ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ଆଜି ନୂଆଦିଲ୍ଲୀରେ ଏନଡିଏ ସଂସଦୀୟ ଦଳ ବୈଠକରେ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଏହି ସୂଚନା ଦେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନରେନ୍ଦ୍ର ମୋଦୀ ଓ ତାଙ୍କ ନୂଆ କ୍ୟାବିନେଟକୁ ଶପଥ ପାଠ କରାଇବେ।

Breaking News