ରିପୋର୍ଟ କାର୍ଡ / ଭୁବନେଶ୍ଵର
ଶେଷରେ ରାଜନୀତି ରୁ ସନ୍ୟାସ ନେଲେ ଭି କେ ପାଣ୍ଡିଆନ | ଆଜି ଭିଡିଓ ବାର୍ତ୍ତା ମାଧ୍ୟମରେ ପାଣ୍ଡିଆନ ଘୋଷଣା କରିଛନ୍ତି | ସାଧାରଣ ନିର୍ବାଚନ-୨୦୨୪ରେ ବିଜୁ ଜନତା ଦଳ ର ପରାଜୟ ପାଇଁ ସେ କ୍ଷମା ମାଗିଛନ୍ତି। ମୋ ବିରୋଧରେ ପ୍ରଚାର, ଦଳକୁ କ୍ଷତି ପହଞ୍ଚାଇଥିବାରୁ ଦୁଃଖ ପ୍ରକାଶ କରୁଛି। ବିଜୁ ପରିବାର ଓ କର୍ମୀମାନଙ୍କୁ କ୍ଷମା ମାଗୁଛି। ନବୀନ ପଟ୍ଟନାୟକଙ୍କ ସହାୟତା ପାଇଁ ରାଜନୀତିକୁ ଆସିଥିଲି।






More Stories
୭ ମୋର୍ଚ୍ଚା ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା:ଓଡ଼ିଶାର ଏହି ନେତାଙ୍କୁ ମିଳିଲା….
ପୁଣି ଜୀବନ ନେଲା ସ୍କ୍ରବ୍ ଟାଇଫସ୍…..
୧୪ ନୂଆ ପ୍ରକଳ୍ପ ପାଇଁ ଏମ୍ଓୟୁ…..