ରିପୋର୍ଟ କାର୍ଡ / ଭୁବନେଶ୍ୱର
ପ୍ରଧାନମନ୍ତ୍ରୀ ମାନେ ତୃତୀୟ ଥର ଶପଥ ନେବା ପରେ ନରେନ୍ଦ୍ର ମୋଦୀଙ୍କୁ ଶୁଭେଚ୍ଛା ଜଣାଇଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ମୋଦୀଙ୍କ ନେତୃତ୍ୱରେ ଦେଶ ବିକାଶ ନୂଆ ପାହାଚରେ ପହଞ୍ଚିବା ନେଇ ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ନବୀନ। ଓଡ଼ିଶା ତିନି ଜଣ କେନ୍ଦ୍ରମନ୍ତ୍ରୀଙ୍କୁ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି। କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ଅଶ୍ୱନୀ ବୈଷ୍ଣବ, ଧର୍ମେନ୍ଦ୍ର ପ୍ରଧାନଙ୍କୁ ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି ନବୀନ ପଟ୍ଟନାୟକ।






More Stories
ହାଜତ ମୃତ୍ୟୁର ରିପୋର୍ଟ ମାଗିଲେ NHRC…..
ବଢିଲା ବସ୍ ଭଡ଼ା…..
ଜିଲ୍ଲାରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି…..