ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଶା ପ୍ରଦେଶ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ପଦ ଛାଡିଛନ୍ତି ଭକ୍ତ ଚରଣ ଦାସ। ନିର୍ବାଚନରେ ଦଳର ଖରାପ ପ୍ରଦର୍ଶନ ଯୋଗୁଁ ସେ ତାଙ୍କ ଇସ୍ତଫା ପତ୍ର କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେଙ୍କୁ ପଠାଇଛନ୍ତି। କଂଗ୍ରେସର ପ୍ରଚାର କମିଟି ଅଧ୍ୟକ୍ଷରୁ ବିଜୟ ପଟ୍ଟନାୟକଙ୍କୁ ହଟାଇ ତାଙ୍କ ସ୍ଥାନରେ ଭକ୍ତ ଦାସ ନିଯୁକ୍ତ ହୋଇଥିଲେ। ଲୋକସଭା ନିର୍ବାଚନରେ ପ୍ରଦେଶ କଂଗ୍ରେସ ଓଡ଼ିଶାରେ ଭଲପ୍ରଦର୍ଶନ କରିପାରିନାହିଁ |






More Stories
ପଟ୍ଟାରେ ଲାଗିବ କ୍ୟୁଆର୍ କୋଡ୍…..
ରାଜ୍ୟସଭା ନିର୍ବାଚନ ବିଗୁଲ୍ !…..
୧୩ରେ ରାଜ୍ୟ କ୍ୟାବିନେଟ୍…..