ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝୀ ଶପଥ ନେଇଛନ୍ତି | ତାଙ୍କୁ ଆଜି ରାଜ୍ୟପାଳ ରଘୁବର ଦାସ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି | ଦୁଇ ଜଣ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା ଶପଥ ଗ୍ରହଣ କରିଛନ୍ତି। କ୍ୟାବିନେଟ୍ ମନ୍ତ୍ରୀ ଓ ରାଷ୍ଟ୍ରମନ୍ତ୍ରୀ ମାନେ ଶପଥ ନେଇଛନ୍ତି | ଅନ୍ୟପଟେ ଘୋଷଣା ହୋଇଛି ନୂଆ ସରକାରର ବାଚସ୍ପତିଙ୍କ ନାମ | ରଣପୁର ବିଧାୟିକା ଶ୍ରୀମତୀ ସୁରମା ପାଢ଼ୀ ଓଡ଼ିଶା ବିଧାନସଭାର ବାଚସ୍ପତି ହେବେ | ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥଗ୍ରହଣ ପରେ ଘୋଷଣା ହୋଇଛି |






More Stories
ସୁଜାତାଙ୍କୁ ରାଜ୍ୟସଭା ପଠାଯାଉ……
ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ……
ବିଜେଡି ଅଛି,ରହିବ:ଶହେ ବର୍ଷ ରହିବ-ନବୀନ…..