ରିପୋର୍ଟ କାର୍ଡ / ନୂଆଦିଲ୍ଲୀ / ଭୁବନେଶ୍ୱର
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବା ପରେ ତାଙ୍କର ପ୍ରମୁଖ ସଚିବ ପ୍ରମୋଦ କୁମାର ମିଶ୍ର ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲଙ୍କ ଉପରେ ଭରସା କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସୁପାରିଶକ୍ରମେ ଏହି ଦୁଇ ବରିଷ୍ଠ ଅଧିକାରୀଙ୍କ କାର୍ଯ୍ୟକାଳ ବୃଦ୍ଧି କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରମୁଖ ସଚିବ ପ୍ରମୋଦ ମିଶ୍ର ଏବଂ ଏନଏସଏ ମୁଖ୍ୟ ଅଜିତ ଡୋଭାଲଙ୍କ କାର୍ଯ୍ୟକାଳ ଜୁନ ୧୦ରୁ ଆରମ୍ଭ ହୋଇଛି | ଉଭୟଙ୍କୁ ପୂର୍ବ ଭଳି କ୍ୟାବିନେଟ ମନ୍ତ୍ରୀର ପାହ୍ୟା ମିଳିଛି। ପିକେ ମିଶ୍ର ହେଉଛନ୍ତି ଗୁଜରାଟ କ୍ୟାଡରର ପୂର୍ବତନ ଆଇଏଏସ ଓ ଓଡ଼ିଆ ପୁଅ।






More Stories
ରାଜ୍ୟରେ ଶିକ୍ଷା ବ୍ୟବସ୍ଥାର ବଡ ତ୍ରୁଟି; ବହିରେ ୧୬୭୮ଟି ଭୁଲ ଚିହ୍ନଟ…..
ଭ୍ୟାନ୍ କୂଅକୁ ଖସି ୧୪ ମୃତ…..
ସୂଚନା ଅଧିକାର ଆଇନ ବ୍ୟବସାୟ ପାଲଟିଛି…..