ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ନୂଆ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ଶପଥ ନେବା ପରେ ବିଭିନ୍ନ ବିଭାଗର ସମୀକ୍ଷା ଜୋରଦାର ଚାଲିଛି। ମୁଖ୍ୟମନ୍ତ୍ରୀ ରାଜ୍ୟ ଅତିଥି ଭବନରୁ ସରକାର ଚଳାଉଛନ୍ତି | ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ୨୨ଜଣ ଓଏସ୍ଏସ୍ ଅଧିକାରୀଙ୍କୁ ବଦଳି କରାଯାଇଛି। ସେମାନଙ୍କୁ ନିଜ ବିଭାଗକୁ ବଦଳି କରାଯାଇଥିବା ସୂଚନା ମିଳିଛି। ସେପଟେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ନିଯୁକ୍ତ ହୋଇଛନ୍ତି ୨ ନୂଆ ଅଫିସର। ସତୀଶ ଚନ୍ଦ୍ର ସାମଲ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତ ପାଇଥିବା ବେଳେ ବିନୋଦ ବିହାରୀ ସିଂହଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ନିଯୁକ୍ତି ମିଳିଛି।
More Stories
ପୁଣି ଥରେ ବିବାଦରେ ସାରଥି ବାବା,ଥାନାରେ ଏତଲା……
ଏତିକି ଖାଲି କରିଦିଅନ୍ତୁ,ମୋତେ ଆଣ୍ଠା କହିଲେ ଆଣ୍ଠେଇବି…..
ସିସୋଦିଆ ଏବଂ ସତ୍ୟୈନ୍ଦ୍ରଙ୍କ ପାଇଁ ବଢିଲା ଅଡୁଆ…..