ରିପୋର୍ଟ କାର୍ଡ / ପୁରୀ
ଦେବସ୍ନାନ ପୂର୍ଣ୍ଣିମା ଅବସରରେ ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ସ୍ନାନଯାତ୍ରା ଅନୁଷ୍ଠିତ ହୋଇଛି। ରତ୍ନବେଦୀରୁ ସ୍ନାନବେଦୀକୁ ଆସି ସୁନା କୂଅର ୧୦୮ ସୁବାସିତ ଜଳରେ ସ୍ନାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଶୁଭ୍ର ରଙ୍ଗର ଗଜବେଶରେ ମହାପ୍ରଭୁ ଓ ହଳଦିଆ ରଙ୍ଗର ଗଜବେଶରେ ବଡ଼ଠାକୁର ଦର୍ଶନ ଦେଇଛନ୍ତି । ମହାପ୍ରଭୁଙ୍କ ଏହି ଅପୂର୍ବ ବେଶ ଦର୍ଶନ କରି ଭକ୍ତମାନେ ନିଜକୁ ଧନ୍ୟ ମନେ କରିଛନ୍ତି।






More Stories
ପୁଣି ଲଘୁଚାପ ସମ୍ଭାବନା…..
ମିଛ ଲୁଟ୍ ନାଟକର ପର୍ଦ୍ଦାଫାସ,୪ ଗିରଫ……
୧୦ ଜିଲ୍ଲାରେ ହେବ ନିଯୁକ୍ତି……