Report Card Odisha

| Daily Odia News

କାମଚଳା ବାଚସ୍ପତି ଭାବେ ଶପଥ ନେଲେ ଭର୍ତ୍ତୃହରି ମହତାବ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ରାଷ୍ଟ୍ରପତି ଭବନରେ କାମଚଳା ବାଚସ୍ପତି ଭାବେ ଶପଥ ନେଲେ ସାଂସଦ ଭର୍ତ୍ତୃହରି ମହତାବ। ଆଜି ରାଷ୍ଟ୍ରପତି ଦ୍ରେପବୀ ମୁର୍ମୁ ତାଙ୍କୁ ଶପଥ ପାଠ କରାଇଛନ୍ତି। ୭ଥର ସାଂସଦ ଭାବେ ନିର୍ବାଚିତ ହୋଇଥିବାରୁ କାମଚଳା ବାଚସ୍ପତି ଆସନରେ ବସିଛନ୍ତି ଭର୍ତ୍ତୃହରି। ଆଜି ଲୋକସଭାରେ ନବ ନିର୍ବାଚତ ସାଂସଦମାନଙ୍କୁ ଶପଥ ପାଠ କରାଇବେ କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ। ସୋମବାର ଓ ମଙ୍ଗଳବାର ଦୁଇ ଦିନ ଲୋକସଭାରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ୨୬ ତାରିଖ ଦିନ ବାଚସ୍ପତି ନିର୍ବାଚନ ହେବ ଏବଂ ୨୭ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଭୟ ଗୃହର ମିଳିତ ଅଧିବେଶନରେ ଉଦ୍‌ବୋଧନ ଦେବେ।

Breaking News