ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ରାଜ୍ୟସଭା ନେତା ହେଲେ ବିଜେପି ସଭାପତି ତଥା କେନ୍ଦ୍ରମନ୍ତ୍ରୀ ଜେପି ନଡ୍ଡା । ଆଜି ସଂସଦର ଉପର ଗୃହର ନେତା ଭାବେ ଜେପି ନଡ୍ଡାଙ୍କୁ ନିର୍ବାଚିତ କରାଯାଇଛି। ବିଜେପି ସରକାରର ତୃତୀୟ ପାଳିର କ୍ୟାବିନେଟରେ ନଡ୍ଡାଙ୍କୁ ମନ୍ତ୍ରୀ ପାହ୍ୟା ମିଳିଛି। ଚଳିତ ମାସ ପ୍ରାରମ୍ଭରେ ସେ ସ୍ୱାସ୍ଥ୍ୟ ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। ଏହା ବ୍ୟତୀତ ତାଙ୍କୁ ରସାୟନ ଓ ସାର ମନ୍ତ୍ରଣାଳୟ ଦାୟିତ୍ୱ ମଧ୍ୟ ଦିଆଯାଇଛି। ପିୟୁସ ଗୋଏଲଙ୍କ ସ୍ଥାନରେ ରାଜ୍ୟସଭାର ନେତା ଭାବେ ନଡ୍ଡାଙ୍କୁ ନିର୍ବାଚିତ କରାଯାଇଛି।






More Stories
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….
ଅଟକ ନେତାଙ୍କୁ ଛାଡ଼ିବାକୁ ୱାଙ୍ଗଚୁକଙ୍କ ଚେତାବନୀ….
ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ…..