ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ସିବିଆଇ ଦ୍ବାରା ଗିରଫ ହୋଇଛନ୍ତି। ଇଡି ପରେ ସିବିଆଇ ତିହାର ଜେଲରେ ମଙ୍ଗଳବାର କେଜରିୱାଲଙ୍କୁ ଗିରଫ କରିଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ସିବିଆଇ ଗିରଫ କରାଯାଇଥିବା ନେଇ ଜାତୀୟ ଗଣମାଧ୍ୟମରେ ସୂଚନା ଦିଆଯାଇଛି। ଦିଲ୍ଲୀ ମଦ ନୀତି ଦୁର୍ନୀତି ମାମଲାରେ ଅରବିନ୍ଦଙ୍କୁ ଗିରଫ କରାଯାଇଛି। ଅରବିନ୍ଦ କେଜରିୱାଲଙ୍କୁ ଗିରଫ ପରେ ଆଜି କୋର୍ଟରେ ତାଙ୍କୁ ହାଜର କରାଯିବା ପାଇଁ ସିବିଆଇ ପକ୍ଷରୁ ଅନୁମତି ମଗାଯାଇଛି।






More Stories
ଅଗ୍ନିବୀର ନିଯୁକ୍ତି ପାଇଁ ଆସୁଛି ନୂଆ ନିୟମ…..
ପ୍ରେମିକ ସହ ମିଶି ସ୍ବାମୀ କୁ ହତ୍ୟା କଲା ସ୍ତ୍ରୀ…..
୨୦ରୁ ସଂସଦର ମୌସୁମୀ ଅଧିବେଶନ…..