ରିପୋର୍ଟ କାର୍ଡ / ରାଞ୍ଚି
ଝାରଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ଜମି ଦୁର୍ନୀତି ମାମଲାରେ ଆଜି ହାଇକୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି।ଜାନୁଆରୀ ୩୧ରେ ଅର୍ଥ ହେରଫେର ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ତାଙ୍କୁ ଗିରଫ କରିଥିଲା। ପୂର୍ବରୁ ୯ ଥର ସମନ ପଠାଇବା ପରେ ଶେଷରେ ଦିଲ୍ଲୀ ସ୍ଥିତ ତାଙ୍କ ବାସଭବନରୁ ଗିରଫ କରିଥିଲା ଇଡି। ଏହାପୂର୍ବରୁ ସୋରେନ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ଇସ୍ତଫା ଦେବାର କିଛି ସମୟ ମଧ୍ୟରେ ଇଡି ତାଙ୍କୁ ଗିରଫ କରିଥିଲା।






More Stories
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….
ଅଟକ ନେତାଙ୍କୁ ଛାଡ଼ିବାକୁ ୱାଙ୍ଗଚୁକଙ୍କ ଚେତାବନୀ….
ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ…..