Report Card Odisha

| Daily Odia News

ରବିବାର ବିଜେପିର ସମ୍ବର୍ଦ୍ଧନା ଉତ୍ସବ, ଯୋଗ ଦେବେ କେନ୍ଦ୍ରମନ୍ତ୍ରୀ, ମୁଖ୍ୟମନ୍ତ୍ରୀ…..

ରିପୋର୍ଟ କାର୍ଡ / ଭୁବନେଶ୍ବର

ବିଜେପିର ସମସ୍ତ ନିର୍ବାଚିତ ସାଂସଦ ଓ ବିଧାୟକମାନଙ୍କୁ ସମ୍ବର୍ଦ୍ଧନା ଦିଆଯିବ। ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପ ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡ଼ାଙ୍କ ସହ ମନ୍ତ୍ରିମଣ୍ଡଳର ମନ୍ତ୍ରୀମାନେ ବି ଉପସ୍ଥିତ ରହିବେ। ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ମନ୍ତ୍ରୀମାନେ ମଧ୍ୟ ଉପସ୍ଥିତ ରହିବେ। ଏହି କାର୍ଯ୍ୟକ୍ରମରେ କେନ୍ଦ୍ରୀୟ ନେତୃତ୍ୱମାନେ ମଧ୍ୟ ଉପସ୍ଥିତ ରହିବା ନେଇ ଦଳୀୟ ସୂତ୍ରରୁ ସୂଚନା ମିଳିଛି।

Breaking News