ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଘର ଭିତରୁ ୫ ମୃତଦେହ ଉଦ୍ଧାର ହୋଇଛି । ମଧ୍ୟପ୍ରଦେଶ ଅଲିରାଜପୁର ଜିଲ୍ଲା ରାଉଡି ଗାଁରେ ଅଭାବନୀୟ ଘଟଣା ଘଟିଛି। ଏକ ଘର ଭିତରୁ ଗୋଟିଏ ପରିବାରର ୫ଜଣଙ୍କ ଝୁଲନ୍ତା ମୃତଦେହ ମିଳିଛି। ସ୍ଥାନୀୟ ପୋଲିସ ଦମ୍ପତ୍ତିଙ୍କ ସହ ୩ ଶିଶୁଙ୍କର ମୃତଦେହ ଉଦ୍ଧାର କରିଛି। ବର୍ତ୍ତମାନ ପର୍ଯ୍ୟନ୍ତ ଏହା ହତ୍ୟା କିମ୍ବା ଆତ୍ମହତ୍ୟା ତାହା ସଠିକ୍ ଭାବେ ଜଣାପଡିନାହିଁ। ପୋଲିସ ଘଟଣାରେ ଅଧିକ ଛାନଭିନ୍ ଜାରି ରଖିଛି।
More Stories
ଶୁକ୍ର ପ୍ରଦକ୍ଷିଣ ଅଭିଯାନକୁ କ୍ୟାବିନେଟ ମଞ୍ଜୁରୀ…..
ହରିୟାଣା ନିର୍ବାଚନ ପାଇଁ କଂଗ୍ରେସ ସାତ ଗ୍ୟାରେଣ୍ଟି…..
୨୧ ରେ ଶପଥ ନେଇପାରନ୍ତି ଆତିଶୀ…..