ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦିଲ୍ଲୀ ମଦ ନୀତି ଦୁର୍ନୀତି ମାମଲାରେ ଜେଲରେ ଥିବା ବିଆରଏସ ନେତା କେ.କବିତା ଓ ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ନ୍ୟାୟିକ ହେପାଜତ ଅବଧି ବୃଦ୍ଧି ପାଇଛି। ଦିଲ୍ଲୀର ରାଉଜ ଏଭିନ୍ୟୁ କୋର୍ଟ ଉଭୟଙ୍କ ନ୍ୟାୟିକ ହେପାଜତ ଅବଧି ଜୁଲାଇ ୨୫ ଯାଏଁ ବୃଦ୍ଧି କରିଛନ୍ତି। ଆଜି ଉଭୟଙ୍କ ନ୍ୟାୟିକ ହେପାଜତ ଶେଷ ହେଉଥିଲା। ଏଥିପାଇଁ ତାଙ୍କୁ କୋର୍ଟରେ ହାଜର କରାଯାଇଥିଲା। ସ୍ୱତନ୍ତ୍ର ବିଚାରପତି କାଭେରୀ ବାୱେଜା ନ୍ୟାୟିକ ହେପାଜତ ବୃଦ୍ଧ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।






More Stories
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….
ଅଟକ ନେତାଙ୍କୁ ଛାଡ଼ିବାକୁ ୱାଙ୍ଗଚୁକଙ୍କ ଚେତାବନୀ….
ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ…..