ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଜେଡି ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସ (ବବି)ଙ୍କ ନାଁରେ ମାମଲା ରୁଜୁ ହୋଇଛି | ଆଜି ଭୁବନେଶ୍ୱରର କ୍ୟାପିଟାଲ ଥାନାରେ ବବି ଦାସଙ୍କ ନାଁରେ ଲିଖିତ ଅଭିଯୋଗ କରିଛନ୍ତି ଆଇନଜୀବୀ ସତ୍ୟ ଶିବସୁନ୍ଦର ମହାନ୍ତି। ଅନୁମତି ନନେଇ ସରକାରୀ ବାସଭବନରେ ନିର୍ମାଣ କାର୍ଯ୍ୟ କରିଥିବା ଅଭିଯୋଗ କରି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି| ସ୍ୱତନ୍ତ୍ର କମିଟି ଗଢ଼ି ଏହାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ଅଭିଯୋଗପତ୍ରରେ ସେ ଦାବି କରିଛନ୍ତି।






More Stories
ବିଦ୍ୟୁତଗ୍ରାହକଙ୍କ ପାଇଁ ଖୁସିଖବର:ବଢ଼ିବନି ବିଲ୍…..
ସରକାରଙ୍କ ଉପରେ ବର୍ଷିଲେ ନବୀନ…..
ଭୁଲ ଇଞ୍ଜେକ୍ସନ୍ ନେଲା ଶିଶୁର ଜୀବନ…..