ରିପୋର୍ଟ କାର୍ଡ / ପୁରୀ
ଆଜି ନବଯୌବନ ଦର୍ଶନ ପରି ଏକାଧିକ ନୀତିକାନ୍ତି ଥାଇ ବି ନିର୍ଘଣ୍ଟ ସମୟ ପୂର୍ବରୁ ପହଣ୍ଡି ବିଜେ କରିଛନ୍ତି ଶ୍ରୀଜିଉ। ଧାଡ଼ି ପହଣ୍ଡିରେ ପ୍ରଥମେ ଚକ୍ରରାଜ ସୁଦର୍ଶନ ପହଣ୍ଡି କରି ଯାଇ ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥରେ ବିଜେ କରିବା ପରେ ଆସିଲେଣି ବଡ଼ଠାକୁର ବଳଭଦ୍ର। ଘଣ୍ଟଘଣ୍ଟାରେ କମ୍ପୁଛି ସିଂହଦ୍ୱାର, ବଡ଼ଦାଣ୍ଡ। ଲୋକାରଣ୍ୟ ବଡଦାଣ୍ଡ।
More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..