ରିପୋର୍ଟ କାର୍ଡ / ପୁରୀ
ଆସନ୍ତାକାଲି ଖୋଲିପାରେ ଶ୍ରୀମନ୍ଦିର ରତ୍ନଭଣ୍ଡାର। ତେବେ କେମିତି ଖୋଲିବ ରତ୍ନଭଣ୍ଡାର, କିଏ ଯିବେ ଭିତରକୁ ସେନେଇ ଆଜି ଏସଓପି ଆସିବା ପରେ ସ୍ପଷ୍ଟ ହେବ। ରତ୍ନଭଣ୍ଡାର ଖୋଲିବା ନେଇ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରସିଜ୍ୟୋର୍ ବା SOP ନିର୍ଦ୍ଧାରଣ କରାଯିବ ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।।
More Stories
ରାସନ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ: ପ୍ରତି ମେମ୍ବର ପାଇବେ ୭ କେଜି ଶସ୍ୟ……
ମୁଖ୍ୟମନ୍ତ୍ରୀ ନେଲେ ଆକ୍ସନ;୪ ନିଲମ୍ବିତ……
ରାଜଧାନୀରେ ଜଳିଗଲା କାର…..