ରିପୋର୍ଟ କାର୍ଡ / ପୁରୀ
ଆସନ୍ତା ସୋମବାର ଦିନ ମହାପ୍ରଭୁଙ୍କ ବାହୁଡ଼ାଯାତ୍ରା ଅନୁଷ୍ଠିତ ହେବ। ଏଥିଲାଗି ବାହୁଡ଼ାଯାତ୍ରାର ପୂର୍ବ ପ୍ରସ୍ତୁତି ନିମନ୍ତେ ୧୪ ତାରିଖ (ରବିବାର) ସନ୍ଧ୍ୟା ୫ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏଣୁ ଧାର୍ଯ୍ୟ ସମୟ ଅବଧି ମଧ୍ୟରେ ଆଡ଼ପ ମଣ୍ଡପ ନବମୀ ଦର୍ଶନ କରି ମହାପ୍ରଭୁଙ୍କ କୃପା ଲାଭ କରିବାକୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି।






More Stories
ଖୁବ୍ଶୀଘ୍ର ମୋଦୀଙ୍କ ମନ୍ତ୍ରିମଣ୍ଡଳ ଅଦଳବଦଳ !…..
ନିଟ୍ ପରୀକ୍ଷାର୍ଥୀଙ୍କୁ ମାଗଣା ବସ୍ ସେବା…..
ଝଡ଼ବର୍ଷା ସମ୍ଭାବନା….