ରିପୋର୍ଟ କାର୍ଡ / ଭୁବନେଶ୍ବର
ମୁଖ୍ୟ ସଚିବ ମନୋଜ ଆହୁଜାଙ୍କୁ ନୂତନ ଦାୟିତ୍ବ ମିଳିଛି। ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଓଏସ୍ପିସିବି)ର ଅଧ୍ୟକ୍ଷ ଭାବେ ତାଙ୍କୁ ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଛି। ଶ୍ରୀ ଆହୁଜା ମୁଖ୍ୟ ସଚିବ ସହ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଦାୟିତ୍ବ ସହ ଅତିରିକ୍ତ ଭାବେ ଏହି ଦାୟିତ୍ବ ତୁଲାଇବେ। ଏନେଇ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।






More Stories
ସାଦା ପୋଷାକରେ ଜଗିବ ପୋଲିସ…..
ଶ୍ରୀମୟୀଙ୍କ ବିସ୍ଫୋରକ ମନ୍ତବ୍ୟ……
୨୪ରେ ରାଜ୍ୟ କ୍ୟାବିନେଟ……