ରିପୋର୍ଟ କାର୍ଡ / ଭୁବନେଶ୍ଵର
ରାଉରକେଲାର ବିଜେଡି ବିଧାୟକ ସାରଦା ନାୟକଙ୍କୁ ହାଇକୋର୍ଟ ନୋଟିସ୍ କରିଛନ୍ତି । ବିଧାନସଭା ନିର୍ବାଚନରେ ଅନିୟମିତତା ଅଭିଯୋଗ ମାମଲାରେ ବିଧାୟକଙ୍କୁ ଏହି ନୋଟିସ୍ ଜାରି କରିଛନ୍ତି ହାଇକୋର୍ଟ। ପ୍ରତିପକ୍ଷ ଦିଲ୍ଲୀପ ରାୟଙ୍କ ମାମଲା ଆଧାରରେ ଅଦାଲତ ତାଙ୍କୁ ଏହି ନୋଟିସ୍ କରିଛନ୍ତି। ଅଗଷ୍ଟ ୨୭ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।






More Stories
ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ:ପାସ୍ ହାର ୯୫.୩୩%….
ରାଜ୍ୟରେ ୭ ଯାଏଁ କାଳବୈଶାଖୀ…..
ଆଜି ମାଟ୍ରିକ ପରୀକ୍ଷା ଫଳ…..