ରିପୋର୍ଟ କାର୍ଡ / ଭୁବନେଶ୍ୱର
ନୂଆ ଆଡଭୋକେଟ ଜେନେରାଲ ଭାବେ ଦାୟିିତ୍ୱ ନେଲେ ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ। ହାଇକୋର୍ଟ ସ୍ଥିତ କାର୍ଯ୍ୟାଳୟରେ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଲୋକଙ୍କୁ କିଭଳି ସାମାଜିକ ଓ ରାଜନୈତିକ କ୍ଷେତ୍ରରେ ନ୍ୟାୟ ମିଳିବ, ସେ ନେଇ କାମ କରିବେ ବୋଲି କହିଛନ୍ତି ପୀତାମ୍ବର ଆଚାର୍ଯ୍ୟ।
More Stories
ବଢିବ ବିଧାନସଭା ସିଟ……
୭୧ ପ୍ରକଳ୍ପର ଶିଳାନ୍ୟାସ,ଲୋକାର୍ପଣ କଲେ ମନ୍ତ୍ରୀ…..
ଏଲିଭେଟେଡ଼ କରିଡ଼ର’ର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ……