ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟ ସରକାରଙ୍କ ପକ୍ଷରୁ ସରୋଜ କୁମାର ପ୍ରଧାନଙ୍କୁ ସରକାରୀ ଦଳ ମୁଖ୍ୟ ସଚେତକ ଭାବେ ନିଯୁକ୍ତ କରାଯାଇଛି। ବୌଦ୍ଧ ବିଧାୟକ ସରୋଜ ପ୍ରଧାନ ସରକାରୀ ଦଳ ମୁଖ୍ୟ ସଚେତକ ଭାବେ ନିଯୁକ୍ତ ହୋଇଛନ୍ତି। ସେହିପରି ସରକାରୀ ଦଳର ଉପମୁଖ୍ୟ ସଚେତକ ଭାବେ ରେମୁଣା ବିଧାୟକ ଗୋବିନ୍ଦ ଚନ୍ଦ୍ର ଦାସଙ୍କୁ ନିଯୁକ୍ତି ମିଳିଛି । ଏନେଇରାଜ୍ୟ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି ।
More Stories
ଆମନ୍ତ୍ରଣ ଗ୍ରହଣ କଲେ ଆନ୍ଦୋଳନରତ ଡାକ୍ତର,ସର୍ତ୍ତ ମାନିଲେ ପଶ୍ଚିମବଙ୍ଗ ସରକାର…..
ସନ୍ଦୀପ ଘୋଷଙ୍କ ବାବଦରେ ବଡ଼ ତଥ୍ୟ ଦେଲା ସିବିଆଇ….
ଜନ୍ମଦିନ ପାଳନ କରିବାକୁ ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ…..