ରିପୋର୍ଟ କାର୍ଡ / ନୂଆଦିଲ୍ଲୀ / ଭୁବନେଶ୍ୱର
ଓଡ଼ିଶା ପର୍ଯ୍ୟଟନର ବିକାଶ ପାଇଁ ବଜେଟରେ ଘୋଷଣା କରାଯାଇଛି। ଏନେଇ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଘୋଷଣା କରିଛନ୍ତି। ସେ କହିଛନ୍ତି, ମନ୍ଦିର, ବନ୍ୟଜନ୍ତୁ, ସାମୁଦ୍ରିକ ସଂପଦ ପାଇଁ ଓଡ଼ିଶା ଜଣାଶୁଣା। ଓଡ଼ିଶାର ପର୍ଯ୍ୟଟନସ୍ଥଳୀକୁ ବିଶ୍ବସ୍ତରୀୟ କରାଯିବ। ଏଣୁ ପର୍ଯ୍ୟଟନର ବିକାଶ ପାଇଁ ଓଡ଼ିଶାକୁ ସହାୟତା ଦେବେ କେନ୍ଦ୍ର ସରକାର।
More Stories
ଭୁବନେଶ୍ୱରରେ ରାଷ୍ଟ୍ରପତି…..
ପୁଣି ଅଶାନ୍ତ ଶ୍ରୀକ୍ଷେତ୍ର:ଅଟୋଚାଳକଙ୍କୁ ହାଣୀଲେ ଦୃର୍ବୁତ୍ତ….
ବାଲେଶ୍ୱର ଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଏବେବି ସଙ୍କଟାପନ୍ନ…..