ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
NEET-UG ପରୀକ୍ଷା ବିବାଦ ଉପରେ ଆଜି ସୁପ୍ରିମକୋର୍ଟଙ୍କ ବଡ଼ ରାୟ ଦେଇଛନ୍ତି । ପୁନଃପରୀକ୍ଷା କରିବାକୁ ମନା କରିଛନ୍ତି ସର୍ବୋଚ୍ଚ ଅଦାଲତ। ମେଡ଼ିକାଲ ପ୍ରବେଶିକା ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍ ସହ ବ୍ୟାପକ ଅନିୟମିତତା ଦର୍ଶାଇ ପୁନଃପରୀକ୍ଷା କରିବାକୁ ଦାବି ହୋଇଥିଲା। ସୁପ୍ରିମକୋର୍ଟ ଏହି ଆବେଦନ ଉପରେ ବିଚାର କରି ପୁନଃପରୀକ୍ଷା ହେବାର ଆବଶ୍ୟକତା ନାହିଁ ବୋଲି କହିଛନ୍ତି। ପରୀକ୍ଷାରେ ଅନିୟମିତତା ହୋଇଥିବା ନେଇ ଦିଆ ଯାଇଥିବା ତଥ୍ୟରେ ଯଥେଷ୍ଟ ପ୍ରମାଣ ନାହିଁ, ତେଣୁ ପୁନଃପରୀକ୍ଷା କରାଯିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି।






More Stories
ସୋନମ ୱାଙ୍ଗଚୁକଙ୍କ ସ୍ବାସ୍ଥ୍ୟାବସ୍ଥା ଉପରେ ଅପଡେଟ୍ କଲା ହସ୍ପିଟାଲ….
ବଦଳିଲା NDA ସଂସଦୀୟ ଦଳର ନାମ…..
ISROର ସାଇଣ୍ଟିଷ୍ଟ ଚାକିରି ଛାଡିଲେ: ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ……