ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦୁର୍ଘଟଣାଗ୍ରସ୍ତ ହେଲା ଯାତ୍ରୀବାହୀ ବିମାନ। ଟେକ୍ ଅଫ୍ ବେଳେ ବିମାନରେ ନିଆଁ ଲାଗିଯାଇଥିଲା। ଏଥିରେ ୧୯ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଛି। ନେପାଳରେ ଏହି ଦୁର୍ଘଟଣା ଘଟିଛି। ଆଜି କାଠମାଣ୍ଡୁର ତ୍ରିଭୁବନ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ୧୯ଜଣ ଯାତ୍ରୀଙ୍କୁ ନେଇ ଉଡ଼ାଣ ଆରମ୍ଭ କରିଥିଲା ବିମାନ। ଉଡ଼ାଣ ବେଳେ ବିମାନଟି କ୍ରାଶ ହୋଇଯାଇଥିଲା। ଟେକ୍ଅଫ୍ କରିବା ବେଳେ ରନ୍ୱେରୁ ଖସିଯାଇଥିଲା ବିମାନ। ଏହାପରେ ବିମାନରେ ନିଆଁ ଲାଗିଥିଲା। ଏହି ଦୁର୍ଘଟଣାରେ ସମସ୍ତ ୧୯ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।






More Stories
ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ…..
ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା…..
ୟୁପି ରାଜ୍ୟସଭା ନିର୍ବାଚନ ପ୍ରାର୍ଥୀ ଘୋଷଣା କଲା ଭାଜପା…..