ରିପୋର୍ଟ କାର୍ଡ / ଭୁବନେଶ୍ୱର
ବରିଷ୍ଠ ପ୍ରଶାସକ ଓଏଏସ୍ ଦେବ ପ୍ରସାଦ ଦାଶଙ୍କ ଉପରୁ ରାଜ୍ୟ ସରକାର ନିଲମ୍ବନ ହଟାଇଛନ୍ତି। ଏହା ସହିତ ସରକାର ତାଙ୍କୁ ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ବିଭାଗର ଯୁଗ୍ମସଚିବ ଭାବେ ଦାୟିତ୍ବ ପ୍ରଦାନ କରିଛନ୍ତି। ୨୦୧୮ ମେ’ ୨୮ରେ ଦେବ ପ୍ରସାଦଙ୍କୁ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଜେଡ଼ି ସରକାର ନିଲମ୍ବିତ କରିଥିଲେ। ଦୀର୍ଘ ୫ ବର୍ଷରୁ ଅଧିକ ସମୟ ପରେ ଓଡିଶା ପ୍ରଶାସନିକ ଅଧିକାରୀଙ୍କ ଉପରୁ ମୁଖ୍ୟମନ୍ତ୍ରୀ ମହେନ ଚରଣ ମାଝୀଙ୍କ ବିଜେପି ସରକାର ନିଲମ୍ବନ ହଟାଇଛନ୍ତି।





More Stories
ରାଜ୍ୟସଭା ନିର୍ବାଚନ ବିଗୁଲ୍ !…..
୧୩ରେ ରାଜ୍ୟ କ୍ୟାବିନେଟ୍…..
ଭାରତ ବନ୍ଦରେ ୩୦କୋଟି ଶ୍ରମିକ ସାମିଲ…..