ରିପୋର୍ଟ କାର୍ଡ / ଭୁବନେଶ୍ୱର
ଗତ ଦୁଇ ଦିନ ହେଲା ଓଡ଼ିଶାରେ ଦେଖାଦେଇଛି ଆଳୁ ଶଙ୍କଟ। ଏହି ସମସ୍ୟା ସମାଧାନ ପାଇଁ ଆରମ୍ଭ ହୋଇଛି ଉଦ୍ୟମ। ଆଜି ନୂଆଦିଲ୍ଲୀରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଭେଟିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶାରେ ଦେଖାଦେଇଥିବା ଆଳୁ ସମସ୍ୟା ସମ୍ପର୍କରେ ସେ ମମତାଙ୍କ ସହ ବିସ୍ତୁତ ଭାବେ ଆଲୋଚନା କରିଛନ୍ତି। ରାଜ୍ୟରେ ଅହେତୁକ ଦରବୃଦ୍ଧି ଯୋଗୁ ସାଧାରଣ ଜନତା ସମସ୍ୟାର ସମ୍ମୁଖୀନ ହେଉଛନ୍ତି ଶ୍ରୀ ମାଝୀ କହିଛନ୍ତି।
More Stories
ଆମନ୍ତ୍ରଣ ଗ୍ରହଣ କଲେ ଆନ୍ଦୋଳନରତ ଡାକ୍ତର,ସର୍ତ୍ତ ମାନିଲେ ପଶ୍ଚିମବଙ୍ଗ ସରକାର…..
ମନ୍ତ୍ରୀଙ୍କ ବାସଭବନ ଉପରେ ଗ୍ରେନେଡ୍ ଆକ୍ରମଣ, ହଟିଲା ଇଣ୍ଟରନେଟ୍ କଟକଣା…..
ସନ୍ଦୀପ ଘୋଷଙ୍କ ବାବଦରେ ବଡ଼ ତଥ୍ୟ ଦେଲା ସିବିଆଇ….