ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭିଜିଲାନ୍ସ ଜାଲରେ ଭୁବନେଶ୍ୱର ଅବକାରୀ ବିଭାଗର ଯୁଗ୍ମ କମିଶନର ରାମଚନ୍ଦ୍ର ମିଶ୍ର । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ଚଢାଉ । ଅଫିସର ଠାରୁ ଆରମ୍ଭ କରି ବାସଭବନ ସହ ଏକକାଳୀନ ୧୦ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ । ଭୁବନେଶ୍ୱର, ସୋନପୁର, ବଲାଙ୍ଗୀର ସମେତ ଘର ଓ କାର୍ଯ୍ୟାଳୟରେ ଚଢାଉ କରିଛି ଭିଜିଲାନ୍ସ । ଚଢାଉରେ ୧୦ଜଣ ଡିଏସପି, ୧୫ଜଣ ଇନ୍ସପେକ୍ଟରଙ୍କ ସହ ଅନ୍ୟ ଅଧିକାରୀ ସାମିଲ ହୋଇଛନ୍ତି ।






More Stories
ଆମ ବସ୍’ ଯାତ୍ରା ମାଗଣା…..
ଡି.ଏ.ଭି. ପବ୍ଲିକ୍ ସ୍କୁଲ,କଳିଙ୍ଗ ନଗରରେ ରକ୍ଷାବନ୍ଧନ ଉତ୍ସବ ପାଳିତ…..
ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ…..