ରିପୋର୍ଟ କାର୍ଡ / ଭୁବନେଶ୍ୱର
ଅଗ୍ନିଶମ ଓ ହୋମଗାର୍ଡ ଡିଆଇଜି ରାଜେଶ ପଣ୍ଡିତ ନିଲମ୍ବିତ । ଗତ ୨୭ ତାରିଖ ରାତିରେ କ୍ୟାପିଟାଲ ଥାନା ଅଞ୍ଚଳରେ ଘଟିଥିବା ଘଟଣା ପାଇଁ ଗୃହ ବିଭାଗ ପକ୍ଷରୁ ତାଙ୍କୁ ନିଲମ୍ବିତ କରାଯାଇଛି । ଭାରତୀୟ ପୋଲିସ ସେବା ଆଇନ ଉଲ୍ଲଘଂନ ଅଭିଯୋଗରେ ନିଲମ୍ବିତ ହୋଇଛନ୍ତି ରାଜେଶ ପଣ୍ଡିତ । ମହିଳା ଆଇଆଇସିଙ୍କ ଏତଲା କ୍ରମେ ଯାଞ୍ଚ ହେବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ଗୃହ ବିଭାଗ । ରାଜେଶଙ୍କୁ ନିଲମ୍ବିତ ନେଇ ଗୃହ ବିଭାଗ ପକ୍ଷରୁ ନିର୍ଦ୍ଦେଶାନାମା ଜାରି ହୋଇଛି । ହେଡକ୍ୱାଟର ଛାଡି ନଯିବାକୁ ନିର୍ଦ୍ଦେଶ ଦିଆଯାଇଛି ।






More Stories
ଦୁବାଇ ଯିବେ ମୁଖ୍ୟମନ୍ତ୍ରୀ…..
ଆୟୁଷ୍ମାନରେ ମିଶିବନି ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା…..
ଆରମ୍ଭ ହେବ ଭୋଟର ସର୍ଭେ…..