ରିପୋର୍ଟ କାର୍ଡ / କଟକ
ରାଜ୍ୟରେ ବର୍ଷା ଜାରି ରହିଛି। ଏହାରି ମଧ୍ୟରେ ପାଣିପାଗ ବିଭାଗ ପ୍ରବଳ ବର୍ଷା ଯୋଗୁଁ କଟକକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି । ଗୁରୁବାର ସକାଳେ ୨ ଘଣ୍ଟା ପାଇଁ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି । ସତର୍କ ସୂଚନାରେ କୁହାଯାଇଛି ଯେ, କଟକ ସହରର ତଳି ଅଞ୍ଚଳରେ ପାଣି ଜମିପାରେ। ଏଥିପାଇଁ ସୁରକ୍ଷିତ ସ୍ଥାନରେ ରହିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..