ରିପୋର୍ଟ କାର୍ଡ / ବାଲେଶ୍ଵର
ବାଲେଶ୍ୱର ଜଳସେଚନ ବିଭାଗର ଅଧିକ୍ଷଣ ଯନ୍ତ୍ରୀ ପ୍ରଭାସ ଚନ୍ଦ୍ର ପ୍ରଧାନଙ୍କ ଘରେ ଭିଜିଲାନ୍ସ ରେଡି କରୁଛି | ଯନ୍ତ୍ରୀଙ୍କର ରହିଛି ଓଡ଼ିଶା ସମେତ ପଶ୍ଚିମବଙ୍ଗରେ ୧୦୬ ଟି ପ୍ଲଟ୍। କେବଳ ପ୍ଲଟ ନୁହେଁ, ଏକାଧିକ ଫ୍ଲାଟ ଓ ଘର ବି କରିଛନ୍ତି ବାବୁ। ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ଆଜି ଭୋର ପ୍ରାୟ ୫ଟା ସମୟରେ ଅଧିକ୍ଷଣ ଯନ୍ତ୍ରୀ ପ୍ରଭାସ ଚନ୍ଦ୍ର ପ୍ରଧାନ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଭଦ୍ରକ ବାଲେଶ୍ୱର ଓ ମୟୂରଭଞ୍ଜ ଭିଜିଲାନ୍ସର ୮ ଜଣିଆ ଟିମ୍ ପ୍ରଭାସଙ୍କ ବାଲେଶ୍ୱରରେ ଥିବା ଘର ସମେତ ୭ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରିଛି।
More Stories
ମାନ୍ନାପୁରମ୍ ରୁ ଲୁଟ୍ ମାମଲାରେ ମୁଖ୍ୟ ଅଭିଯୁକ୍ତ ଗିରଫ…..
କୁଆଖାଇ ନଦୀରେ ବୁଡି ୨ ଛାତ୍ରଙ୍କ ମୃତ୍ୟୁ…..
‘ବିକଶିତ ଗାଁ,ବିକଶିତ ଓଡ଼ିଶା’ କାର୍ଯ୍ୟକ୍ରମର ଶୁଭାରମ୍ଭ….