ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଶାସକ ଡେମୋକ୍ରାଟିକ୍ ପାର୍ଟି ଆମେରିକାର ଉପରାଷ୍ଟ୍ରପତି କମଲା ହାରିସ୍ଙ୍କୁ ନିଜର ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରିଛି। ସେ ଏବେ ଆମେରିକା ପୂର୍ବତନ ରାଷ୍ଟ୍ରପତି ତଥା ରିପବ୍ଲିକାନ୍ ଦଳର ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପଙ୍କୁ ସିଧାସଳଖ ଟକ୍କର ଦେବେ।ଶୁକ୍ରବାର ଦିନ ଡେମୋକ୍ରାଟିକ୍ ନ୍ୟାସନାଲ କନକ୍ଲେଭରେ କମ୍ଲା ହାରିସଙ୍କ ନାଁ ବହୁମତ ସହ ଅନୁମୋଦନ ହୋଇଛି। ନଭେମ୍ବର ୫ରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନରେ ଡେମୋକ୍ରାଟିକ୍ ପାର୍ଟିର ଅଧିକାରୀମାନେ ତାଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଆନୁଷ୍ଠାନିକ ଭାବେ ଘୋଷଣା କରିଛନ୍ତି। ଏହି ଘୋଷଣା ପରେ ସେ ଆସନ୍ତା ସପ୍ତାହରେ ନିଜ ନାମାଙ୍କନ ଦାଖଲ କରିବେ।






More Stories
ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ…..
ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା…..
ୟୁପି ରାଜ୍ୟସଭା ନିର୍ବାଚନ ପ୍ରାର୍ଥୀ ଘୋଷଣା କଲା ଭାଜପା…..