ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଜୀବନ ପ୍ରତି ରହିଛି ବିପଦ। ପାଟନାରେ ସିଏମ୍ ଅଫିସ୍କୁ ବୋମା ଲଗାଇ ଉଡାଇ ଦେବାକୁ ଧମକ ମିଳିଛି। ଏହାକୁ ନେଇ ଚାରିଆଡେ ହଇଚଇ ସୃଷ୍ଟି ହୋଇଯାଇଛି। ଖବର ଅନୁଯାୟୀ, ଇମେଲ୍ ଜରିଆରେ ଏହି ଧମକ ମିଳିଛି। ଆତଙ୍କବାଦୀ ସଙ୍ଗଠନ ଅଲ୍କାଏଦା ନାମକ ଜଣେ ୟୁଜରଙ୍କ ଆଇଡିରୁ ଏକ ଇମେଲ ପଠାଇ ଏହି ଧମକ ଦିଆଯାଇଛି। ଏହାପରେ ବିହାର ପୋଲିସ ଏନେଇ ଏକ ଏଫ୍ଆଇଆର୍ ରୁଜୁ କରି ତଦନ୍ତ ଆରମ୍ଭ କରିଛି। ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଜୀବନ ପ୍ରତି ରହିଛି ବିପଦ। ପାଟନାରେ ସିଏମ୍ ଅଫିସ୍କୁ ବୋମା ଲଗାଇ ଉଡାଇ ଦେବାକୁ ଧମକ ମିଳିଛି। ଏହାକୁ ନେଇ ଚାରିଆଡେ ହଇଚଇ ସୃଷ୍ଟି ହୋଇଯାଇଛି। ଖବର ଅନୁଯାୟୀ, ଇମେଲ୍ ଜରିଆରେ ଏହି ଧମକ ମିଳିଛି। ଆତଙ୍କବାଦୀ ସଙ୍ଗଠନ ଅଲ୍କାଏଦା ନାମକ ଜଣେ ୟୁଜରଙ୍କ ଆଇଡିରୁ ଏକ ଇମେଲ ପଠାଇ ଏହି ଧମକ ଦିଆଯାଇଛି। ଏହାପରେ ବିହାର ପୁଲିସ ଏନେଇ ଏକ ଏଫ୍ଆଇଆର୍ ରୁଜୁ କରି ତଦନ୍ତ ଆରମ୍ଭ କରିଛି। ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି।
More Stories
୨୨ ପିଲାଙ୍କୁ ପୋଷ୍ୟ ଭାବେ ଗ୍ରହଣ କରିବେ ରାହୁଲ…..
୨ରେ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧିର ୨୦ତମ କିସ୍ତି…..
ଖାର୍ଗେଙ୍କୁ କ୍ଷମା ମାଗିଲେ ନଡ୍ଡା…..