ରିପୋର୍ଟ କାର୍ଡ / ଭୁବନେଶ୍ବର
୫ ସ୍ତ୍ରୀଙ୍କ ସ୍ୱାମୀ ସତ୍ୟଜିତ ସାମଲଙ୍କୁ ଆଜିଠୁ ରିମାଣ୍ଡରେ ନେବ କମିଶନରେଟ ପୋଲିସ । ରିମାଣ୍ଡ ପରେ ଖୋଲିବ ପ୍ରେମିକ କେଳେଙ୍କାରୀର ଗୁମର ଖୋଲିବ। ନିଜକୁ ଆଇବି ଇନ୍ସପେକ୍ଟର ବୋଲି ପରିଚୟ ଦେଉଥିଲା ସତ୍ୟଜିତ। ଫୋନ କରି ଯୁବତୀ ଓ ମହିଳାଙ୍କୁ ପ୍ରେମ ନିବେଦନ କରୁଥିଲା। କିଛି ମହିଳାଙ୍କୁ ବିବାହ ମଧ୍ୟ କରିଥିଲା। ଲାଇନରେ ଥିଲେ ଆହୁରି ୪୯ ମହିଳା। ଜଣେ ମହିଳା ପୋଲିସଙ୍କ ସହ କଥା ହେଉ ହେଉ ପୁରା ମାମଲାର ଖିଅ ଧରାପଡ଼ିଥିଲା। ଏବେ ପୂରା ଘଟଣା ସାମ୍ନାକୁ ଆସିଛି |






More Stories
ମିଛ ଲୁଟ୍ ନାଟକର ପର୍ଦ୍ଦାଫାସ,୪ ଗିରଫ……
ଝାରପଡ଼ା ଜେଲରେ ଅସମ୍ଭାଳ ସ୍ଥିତି…..
ବ୍ୟବସାୟୀଙ୍କୁ ଅପହରଣ ଘଟଣା:୫୦ ଲକ୍ଷ ପାଇଁ ହୋଇଥିଲା ଷଡ଼ଯନ୍ତ୍ର……