ରିପୋର୍ଟ କାର୍ଡ / କଟକ
ନୟାଗଡ଼ ବିଧାୟକ ଅରୁଣ ସାହୁଙ୍କୁ ହାଇକୋର୍ଟ ନୋଟିସ ଜାରି କରିଛନ୍ତି। ନିର୍ବାଚନ ସତ୍ୟପାଠରେ ସମ୍ପତ୍ତି ଭୁଲ ଦର୍ଶାଇଥିବା ଅଭିଯୋଗ ହୋଇଥିଲା। ଏନେଇ ପ୍ରତିପକ୍ଷ ବିଜେପି ପ୍ରାର୍ଥୀ ପ୍ରତ୍ୟୁଷା ରାଜେଶ୍ୱରୀ ସିଂ ହାଇକୋର୍ଟରେ ମାମଲା କରିଥିଲେ। ମାମଲାକୁ ଗ୍ରହଣ କରି କୋର୍ଟ ପ୍ରତିପକ୍ଷ ଅରୁଣ ସାହୁଙ୍କୁ ନୋଟିସ ଜାରି କରିଛନ୍ତି। ଆସନ୍ତା ଅଗଷ୍ଟ ୨୮ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।






More Stories
ବେଆଇନ ନିଯୁକ୍ତି ନେଇ ତାଗିଦ…..
ନୂଆ ରୂପ ନେବ ରାଜ୍ୟର ସବୁ ବସ୍ଷ୍ଟାଣ୍ଡ…..
୧୦ ପ୍ରସ୍ତାବ ଉପରେ ରାଜ୍ୟ କ୍ୟାବିନେଟ୍ ମୋହର…..