ରିପୋର୍ଟ କାର୍ଡ / ଭୁବନେଶ୍ବର
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜିଠାରୁ ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ। ଭାରତ ମଣ୍ଡପମରେ ଆୟୋଜିତ ହେବାକୁ ଥିବା ସରକାରୀ କାର୍ଯ୍ୟକ୍ରମରେ ଦେବେ। ଏହାଛଡ଼ା ମୁଖ୍ୟମନ୍ତ୍ରୀ ଜାତୀୟ ରାଜପଥ କର୍ତ୍ତୃପକ୍ଷଙ୍କ ସହ ଓଡ଼ିଶା ଜାତୀୟ ରାଜପଥର ବିକାଶ ନେଇ ଆଲୋଚନା କରିବେ ବୋଲି ସୂଚନା ରହିଛି। । ଖାଲି ସେତିକି ନୁହେଁ, ମୁଖ୍ୟମନ୍ତ୍ରୀ ଓଡ଼ିଶାର ବିଭିନ୍ନ ପ୍ରସଙ୍ଗରେ କେତେକ କେନ୍ଦ୍ରମନ୍ତ୍ରୀ ଓ କେନ୍ଦ୍ରୀୟ ନେତୃତ୍ବଙ୍କୁ ଏହି ଗସ୍ତ ସମୟରେ ଭେଟିବାର କାର୍ଯ୍ୟକ୍ରମ ରହିଛି।






More Stories
ଯିଏ ଶୃଙ୍ଖଳା ଭାଙ୍ଗିବ କାର୍ଯ୍ୟାନୁଷ୍ଠାନ……
ଶିକ୍ଷକଙ୍କୁ ନିୟମିତ ନିଯୁକ୍ତି ଦିଆଯିବ…..
ସକାଳୁଆ ସ୍କୁଲ…..