ରିପୋର୍ଟ କାର୍ଡ / ଭୁବନେଶ୍ବର
ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଛନ୍ତି ଓଡ଼ିଆ ହକି ଖେଳାଳି ଅମିତ ରୋହିଦାସ। ଭୁବନେଶ୍ବର ମଧ୍ୟ ବିଧାୟକ ବାବୁ ସିଂ ଅମିତଙ୍କୁ ସ୍ବାଗତ କରିଛନ୍ତି। ଏଠାରେ ତାଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଏହି ସମୟରେ ଅମିତ ନିଜର ବ୍ରୋଞ୍ଜ ପଦକ ଦେଖାଇଛନ୍ତି। ଅମିତ ରୋହିଦାସ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଜଣାଇବା ସହିତ ଉଭୟଙ୍କର ପ୍ରୟାସ ଯୋଗୁ ଓଡ଼ିଶାରେ ହକି ଖେଳ ଓ ଖେଳାଳିମାନେ ଆଗକୁ ଯିବେ। ଏହାପରେ ସେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିବାର କାର୍ଯ୍ୟକ୍ରମ କରହିଛି।






More Stories
ଏଣିକି ବର୍ଷକୁ ୪ଟି ପରୀକ୍ଷା…..
ରାଜ୍ୟରେ ୨୦ଲକ୍ଷ ଭୋଟରଙ୍କ ନାଁ କଟିଲା…..
ବଢ଼ୁଛି ନଦୀମାଙ୍କର ଜଳସ୍ତର…..