ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଅନେକ ଦିନ ହେବ ଖାଲି ପଡିଥିବା ପୋଲିସ ନିର୍ଦ୍ଦେଶକ ପଦବୀ ପୂରଣ ହୋଇଛି । ଆଜି ପୋଲିସ ମହାନିର୍ଦ୍ଦେଶକ ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି ଯୋଗେଶ ବାହାଦୂର ଖୁରାନିଆ । ରାଜ୍ୟ ପୋଲିସ ମୁଖ୍ୟାଳୟରେ ଆଜି ସେ କାର୍ଯ୍ୟକାରୀ ପୋଲିସ ମହାନିର୍ଦ୍ଦେଶକ ଅରୁଣ ଷଡଙ୍ଗୀଙ୍କଠାରୁ ଦାୟିତ୍ବ ଗ୍ରହଣ କରିଛନ୍ତି । ସେ ହେଉଛନ୍ତି ୧୯୯୦ ବ୍ୟାଚର ଭାରତୀୟ ପୋଲିସ ସେବା ଅଧିକାରୀ |






More Stories
ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି…..
ପ୍ରମଥ ପଟ୍ଟନାୟକ କମିଶନର ଅଧ୍ୟକ୍ଷ…..
ଓଡ଼ିଶା ବନ୍ଦ ଡାକରାର ପ୍ରଭାବ…..